Masthead

କମୁଛି ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୧୫, ଲୋକାଲ କେସ୍ ରହିଛି ୮୧୨ । ସେପଟେ ଦିନକରେ ୬୯ ଜଣଙ୍କ ଜୀବନ ନେଇଛି ମହାମାରୀ ।ରାଜ୍ୟରେ ମୋଟ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୫ହଜାର ୨୧୪ରେ ପହଂଚିଛି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୯୮, କଟକରୁ ୨୪୮, ଯାଜପୁରରୁ ୧୨୩, ପୁରୀରୁ ୧୦୩, ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୯ଲକ୍ଷ ୫୯ହଜାର ୯୮୬ରେ ପହଂଚିଥିବା ବେଳେ ୯ଲକ୍ଷ ୩୫ହଜାର ୭ଜଣ ସୁସ୍ଥ ହୋଇଛନ୍ତି । ଆକ୍ଟିଭ କେସ୍ ରହିଛି ୧୯ହଜାର ୬୮୫ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା