Masthead

ହଜାର ତଳେ ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର । ହଜାର ତଳେ ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୬୧୫୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୧ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୯୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ଜଣ ପଜିଟିଭ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୬୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୬୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୯୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୧୩୯୨୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ