Masthead

ସନ୍ଧ୍ୟା ସୁଦ୍ଧା ବାତ୍ୟା ରୂପ, କେବେ ସ୍ଥଳଭାଗ ଛୁଇଁବ ସ୍ପଷ୍ଟ ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ବଙ୍ଗୋପସାଗରରେ ଗଭୀର ଅବପାତ ରୂପ । ସନ୍ଧ୍ୟା ସୁଦ୍ଧା ବାତ୍ୟା ଆଶଙ୍କା । ଯାହାକୁ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । କାଲି ସକାଳ ସୁଦ୍ଧା ଭୀଷଣ ଗଭୀର ଅବପାତର ରୂପ ନେବ । ୧୨ ତାରଖ ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାର ରୂପ ନେବ । ପରେ ଦିଗ ବଦଳାଇ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବା । ୧୩ରେ ଦୁର୍ବଳ ହୋଇ ବାଂଲାଦେଶ-ମିଆଁମାର ମୁହାଁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି