Masthead

ବିବାଦରେ ଦୀପ ସିଦ୍ଧୁ

ବଡ଼ ଖବର: ଗଣତନ୍ତ୍ର ଦିବସ ଦିଲ୍ଲୀରେ କୃଷକଙ୍କ ହିଂସାକାଣ୍ଡରେ ବିବାଦକୁ ଆସିଛନ୍ତି ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ । ସିଦ୍ଧୁଙ୍କ ବିରୋଧରେ ଅଭିଯୋଗ ଆସିଛି ଯେ, ସେ କୃଷକଙ୍କୁ ଲାଲକିଲ୍ଲା ଆଡକୁ ନେଇଥିଲେ । ସିଦ୍ଧୁଙ୍କ ସହ ଅନ୍ୟ ଜଣେ ଲାଖା ସିଦ୍ଧାନା କୃଷକଙ୍କୁ ଲାଲକିଲ୍ଲା ଆଡକୁ ଯିବାକୁ ଉସୁକାଇଥିଲେ । ଏହାକୁ ନେଇ ଦୀପ ସିଦ୍ଧୁ ସୋସିଆଲ ମିଡିଆରେ କହିଛନ୍ତି, ଗଣତାନ୍ତ୍ରିକ ଅଧିକାରର ସେ ପ୍ରୟୋଗ କରିଛନ୍ତି । ସନ୍ନି ଦେୱଲଙ୍କ ସହ ମିଶି ଦିପ୍ ସିଦ୍ଧୁ ନିର୍ବାଚନ ପ୍ରଚାର କରିଥିଲେ । ଏ ନେଇ ଅଭିନେତା ସନ୍ନି ଦେୱଲ ଟ୍ୱିଟ କରି କହିଛନ୍ତି ଦୀପ ସିଦ୍ଧୁ କିଏ ସେ ତାଙ୍କୁ ଜାଣି ନାହାନ୍ତି । ଲାଲକିଲ୍ଲାରେ ଘଟିଥିବା ହିଂସାକାଣ୍ଡକୁ ନିନ୍ଦା କରିଥିଲେ । ପୂର୍ବରୁ ଦୀପ ସିଦ୍ଧୁଙ୍କ ସହ ତାଙ୍କର କିମ୍ବା ତାଙ୍କ ପରିବାରର କୌଣସି ସମ୍ପର୍କ ନାହିଁ ବୋଲି ସେ ୬ ଡ଼ିସେମ୍ବରରେ ଟ୍ୱିଟ କରି ଜଣାଇଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର