Masthead

‘ବାପାଙ୍କ ସ୍ୱପ୍ନକୁ ପୂରଣ କରିବି’

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନୂଆ ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ । ଶପଥପାଠ କରାଇଲେ ଉପବାଚସ୍ପତି । ଆଜି ସାମ୍ବିଧାନିକ ନୀତି ନିୟମ ଅନୁସାରେ ଶପଥ ନେଇଛନ୍ତି ଦୀପାଲି ଦାସ । ଶପଥ ପାଠ ପରେ ପ୍ରତିକ୍ରିୟା ରଖିଛନ୍ତି ଦୀପାଲି । କହିଛନ୍ତି ସର୍ବଦା ଝାରସୁଗୁଡାବାସୀଙ୍କ ସେବାରେ ନିଯୁକ୍ତ ରହିବି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଓ ଦଳ ପ୍ରତି ଆନୁଗତ୍ୟ ପ୍ରଦର୍ଶନ କରିବି ।

ବାପାଙ୍କ ସ୍ୱପ୍ନକୁ ପୂରଣ କରିବି । ବିକାଶ ଓ ଚିନ୍ତାଧାରାକୁ ବଞ୍ଚେଇ ରଖିବି । ଝାରସୁଗୁଡା ରାଜ୍ୟର ଏକ ନମ୍ବର ଶିଳ୍ପ ନଗରୀ । ମୋ ବାପା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସର୍ବଦା ଝାରସୁଗୁଡା ବିକାଶ କଥା ଭାବୁଥିଲେ । ସ୍ୱାସ୍ଥ୍ୟ, ଶିଳ୍ପ କଥା ଭାବିଥିଲେ । ବାପାଙ୍କ ଝାରସୁଗୁଡାର ନୂତନ ନିର୍ମାଣ ସ୍ୱପ୍ନ ସାକାର କରିବା ଦିଗରେ କାର୍ଯ୍ୟ କରିବି । ହାର୍ଟ, କ୍ୟାନ୍ସର, ଓଭର ବ୍ରିଜ ଓ ମହିଳାଙ୍କ ବିକାଶ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ପୂରା କରିବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା