Masthead

ଝାରସୁଗୁଡ଼ାରେ ଦୀପାଲିଙ୍କ ବୃହତ ବିଜୟ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବାଜିମାତ୍ । ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବୃହତ ବିଜୟ । ରେକର୍ଡ ସଂଖ୍ୟକ ଭୋଟରେ ଜିତିଛି ବିଜେଡି । ୪୮, ୭୨୧ ଭୋଟରେ ଜିତିଲା ବିଜେଡି । ଦୀପାଳିଙ୍କୁ ୧ଲକ୍ଷ ୭ହଜାର ୬ଶହ ୩ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୫୮ ହଜାର ୩୮୪ ଭୋଟ ମିଳିଛି । କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ୪ହଜାର ୪୭୩ ଭୋଟ୍ ମିଳିଛି । ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି ଝିଅ ଦୀପାଳ ଦାସ । ୨୦୧୯ରେ ନବ ଦାସ ପାଇଥିଲେ ୯୮ହଜାର ଭୋଟ । ୨୦୧୯ରେ ନବ ୪୫୬୯୯ ଭୋଟରେ ଜିତିଥିଲେ । ନବ ଦାସଙ୍କୁ ମିଳିଥିଲା ୯୮୬୨୦ ଭୋଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ