Before Header

ନାମାଙ୍କନ ଭରିଲେ ଦୀପାଲି

0 43

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ):  ନାମାଙ୍କନ ଭରିଲେ ଦୀପାଲି ଦାସ । ଦଳର କର୍ମକର୍ତ୍ତାଙ୍କ ସହ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ଦୀପାଲି । ନାମାଙ୍କନ ଭରିବାବେଳେ ଦୀପାଳିଙ୍କ ସହ ଦଳର ବରିଷ୍ଠ ନେତା ଉପସ୍ଥିତ ଥିଲେ । ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି କହିଛନ୍ତି ଦୀପାଲି । ଝାରସୁଗୁଡ଼ା ବିଧାନସଭା କ୍ଷେତ୍ର ସମେତ ବ୍ରଜରାଜନଗର, ରେଙ୍ଗାଲି, ସୁନ୍ଦରଗଡ଼, କୁଚିଣ୍ଡା, ସମ୍ବଲପୁର ଆଦି ଆଖପାଖ ନିର୍ବାଚନ ମଣ୍ଡଳୀରୁ ବହୁ ସଂଖ୍ୟାରେ ଦଳୀୟ ନେତା ଓ କର୍ମୀ ଯୋଗଦେଇଥିଲେ ।

Leave A Reply

Your email address will not be published.