ଡୋର ଟୁ ଡୋର କ୍ୟାମ୍ପେନ କରୁଛନ୍ତି ଦୀପାଲି

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ବିଜୁ ଜନତା ଦଳ ପକ୍ଷରୁ ମାରାଥନ ପ୍ରଚାର ସହ ଘର ଠୁ ଘର ପ୍ରଚାର ପ୍ରସାର କରାଯାଇଅଛି। ଆଜି ବିଧାନସଭା ପ୍ରାର୍ଥୀନୀ ଦୀପାଲି ଦାସ ଚଳିତ ନିର୍ବାଚନରେ ବାଜି ମାତ କରିବା ସଂକଳ୍ପକୁ ନେଇ ପୌରାଞ୍ଚଳ ୱାର୍ଡ ନମ୍ବର ୧୦ ରେ ମାରାଥନ ପ୍ରଚାର ଏବଂ ୩ ନମ୍ୱର ୱାର୍ଡରେ ଡୋର ଟୁ ଡୋର କ୍ୟାମ୍ପିନିଂ କରିଥିବାବେଳେ କିର୍ମିରା ବ୍ଲକ ଅନ୍ତର୍ଗତ ବନ୍ଧପାଲି, ଗଉଡ ପାନପାଲି ଏଵଂ ଅଘରିଆ ବାଗଡିହି ଠାରେ ରୋଡ ସୋ ସହ ସଭା ରେ ସାମିଲ ହୋଇ ନିର୍ବାଚନୀ ପ୍ରଚାର କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସ୍ୱଚ୍ଛ ନିର୍ମଳ ଶାସନ ସ୍ୱର୍ଗୀୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ କରାଯାଉଥିବା ବିକାଶମୂଳକ କାର୍ଯ୍ୟ ଉପରେ ବିଶ୍ୱାସ ରଖି ମୋତେ ଏହି ନିର୍ବାଚନରେ ଆଶିର୍ବାଦ କରି ବିପୁଳ ସଂଖ୍ୟା ଭୋଟ ଦେଇ ବିଜୟୀ କରିବେ ବୋଲି ଦିପାଲି ଦାସ କହିଛନ୍ତି। ଏହା ସହ ୮ ମାସର ସମୟରେ ଯେଉଁ ବିକାଶ ମୂଳକକାର୍ଯ୍ୟ ହୋଇଅଛି ଏହାକୁ ଆହୁରି ଅଧିକ ଗତିରେ ଝାରସୁଗୁଡ଼ାର ବିକାଶ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’