Masthead

ବିଜେଡି-କଂଗ୍ରେସର ନାମାଙ୍କନ ତାରିଖ ଘୋଷଣା, ଏଯାଏଁ ପ୍ରାର୍ଥୀ ଘୋଷଣା କରିପାରୁନି ବିଜେପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସରଗରମ ହେଉଛି ଝାରସୁଗୁଡ଼ା ଫାଇଟ । ବିଜେଡି-କଂଗ୍ରେସ-କଳିଙ୍ଗ ସେନାଙ୍କ ପ୍ରାର୍ଥୀ ମଇଦାନରେ ପ୍ରସ୍ତୁତ । ନାମାଙ୍କନରେ ହେବ ଶକ୍ତି ପ୍ରଦର୍ଶନ । ୧୮ରେ ବିଜେଡିରୁ ନାମାଙ୍କନ ଦାଖଲ କରିବେ ଦୀପାଲି ଦାସ । ବିଜେଡି ଉପସଭାପତି ଦେବୀ ମିଶ୍ର ଏନେଇ ସୂଚନା ଦେଇଛନ୍ତି । ସେପଟେ ୧୫ରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ଦାଖଲ କରିବେ ।

ତେବେ ବହୁତ ପଛରେ ପଡ଼ିଯାଇଛି ବିଜେପି । ଦଳ କାହାକୁ ଟିକେଟ ଦେବ ଏନେଇ ଘୋଷଣା ହୋଇପାରିନାହିଁ । ନାମାଙ୍କନ ଦାଖଲରେ ଶେଷ ତାରିଖ ଏପ୍ରିଲ ୨୦ ରହିଥିବା ବେଳେ ଏପ୍ରିଲ ୨୧ରେ ଯାଂଚ କରାଯିବ । ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ୨୪ ଏପ୍ରିଲ । ମେ ୧୦ରେ ଝାରସୁଗୁଡ଼ାରେ ହେବ ଉପନିର୍ବାଚନ । ୧୩ରେ ବାହାରିବ ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି