Masthead

ମାନହାନି ମାମଲା, ରାହୁଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାନହାନି ମାମଲା । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମିଳିଲା ଜାମିନ । ସୁଲତାନ ପୁର ଏମପି/ଏମଏଲଏ କୋର୍ଟ ଦେଇଛନ୍ତି ଜାମିନ । ରାହୁଲ ଗାନ୍ଧି ମଙ୍ଗଳବାର ସୁଲତାନପୁରର ଏମପି-ଏମଏଲଏ କୋର୍ଟରେ ହାଜର ହୋଇଥିଲେ। ଏହି ସମୟ ମଧ୍ୟରେ କଂଗ୍ରେସ କର୍ମୀମାନେ ମଧ୍ୟ କୋର୍ଟ ପରିସରରେ ଉପସ୍ଥିତ ଥିଲେ। ରାହୁଲ ଗାନ୍ଧୀ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି।

ଏହା ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ ଯେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ସମୟରେ ସେ ତତ୍କାଳୀନ ବିଜେପି ରାଷ୍ଟ୍ରୀୟ ସଭାପତି ତଥା ବର୍ତ୍ତମାନର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଏହାଦ୍ୱାରା ବିଜେପି ନେତା ତଥା ପୂର୍ବତନ ସମବାୟ ଅଧ୍ୟକ୍ଷ ବିଜୟ ମିଶ୍ର ସିଭିଲ କୋର୍ଟର ଏମପି-ଏମଏଲଏ କୋର୍ଟରେ ଅଭିଯୋଗ କରିଥିଲେ। ଆଜି ଏହି ପ୍ରସଙ୍ଗରେ ଶୁଣାଣି ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି