Masthead

ବହୁଚର୍ଚ୍ଚିତ ମନୀଷ ହତ୍ୟାକାଣ୍ଡ, ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ମନୀଷ ହତ୍ୟାକାଣ୍ଡର ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ । ଆଜି ହେବ ରିମାଣ୍ଡ ଆବେଦନର ଶୁଣାଣି । ଗିରଫ ଅଭିଯୁକ୍ତଙ୍କୁ ପୋଲିସ ହାଜର କରିବା ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ ଜେଏମଏଫସି କୋର୍ଟ । ତେବେ ସେମାନଙ୍କୁ ରିମାଣ୍ଡରେ ନେବା ପାଇଁ ପୋଲିସ କରିଥିବା ଆବେଦନର ଆଜି ଶୁଣାଣି ହେବ । ମନୀଷଙ୍କ ମୃତ୍ୟୁ ରହସ୍ୟ ଉପରୁ ସମ୍ପୂର୍ଣ୍ଣ ପରଦା ଉଠାଇବା ପାଇଁ ତିନି ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଛି କମିସନରେଟ ପୁଲିସ ।

ସେପଟେ କୋର୍ଟରେ ତିନି ଅଭିଯୁକ୍ତଙ୍କ ମଧ୍ୟରୁ ଅମ୍ରିତ ସିଂଙ୍କ ପାଇଁ ଜାମିନ ଆବେଦନ କରିଥିଲେ ତାଙ୍କ ଓକିଲ । ଅନ୍ୟ ଦୁଇ ଅଭିଯୁକ୍ତଙ୍କ ପାଇଁ କେହି ଜାମିନ ଆବେଦନ କରିନଥିଲେ । କିନ୍ତୁ ଜେଏମଏଫସି କୋର୍ଟ ଅମ୍ରିତଙ୍କ ଜାମିନ୍ ଆବେଦନକୁ ଖାରଜ କରି ବିଚାରବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ରିମାଣ୍ଡରେ ଆଣି ପଚରାଉଚୁରା କରିବା ପରେ ମନୀଷଙ୍କୁ କେମିତି ଓ କେଉଁଠି ମାରିଲେ ତାହା ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ