Masthead

ମହାପ୍ରଭୁଙ୍କ ଦିଅଁ ବିବାହ ନୀତିରେ ବିଳମ୍ବ

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଦିଅଁ ବିବାହ ନୀତିରେ ବିଳମ୍ବ । ନୀତି ବିଳମ୍ବ ଯୋଗୁଁ ମଙ୍ଗଳ ଆଳତି ମଧ୍ୟ ସମ୍ପନ୍ନ ହୋଇନି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିରେ ୪ଘଣ୍ଟା ବିଳମ୍ବ ହୋଇଛି। ଏକାଦଶୀରେ ନୀତି ହେବା କଥା ହେଲେ ଦ୍ୱାଦଶରେ ନୀତି ଆରମ୍ଭ ହୋଇଛି। ପୂଜାପଣ୍ଡା ଓ ସିଂହାରିଙ୍କ ମଧ୍ୟରେ ବିବାଦ କାରଣରୁ ନୀତି ବିଳମ୍ବ ହୋଇଥିବା ସୂଚନା ମିଳିଛି। ଏଯାଏଁ ହୋଇନି ମଙ୍ଗଳ ଆଳତି, ଚାଲିଛି ଭକ୍ତଙ୍କ ଦର୍ଶନ। ନୀତି ଶୃଙ୍ଖଳିତ ନହେଲେ ଦେବ ସ୍ନାନ ପୂର୍ଣ୍ଣିମା ନୀତିରେ ବିଳମ୍ବ ହେବା ନେଇ ଆଶଙ୍କା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ