Masthead

ଘୁଞ୍ଚିଲା ପଞ୍ଚମ ଟେଷ୍ଟ

ଭାରତ- ଇଂଲଣ୍ଡ ପଞ୍ଚମ ଟେଷ୍ଟ ଘୁଞ୍ଚିଛି । ଗୋଟିଏ ଦିନ ମ୍ୟାଚ୍ ଘୁଞ୍ଚାଯାଇଥିବା ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ବିସିସିଆଇ ବୈଠକ ପରେ ନିଷ୍ପତ୍ତି ହୋଇଥିବା ସୂଚନା ।

ଆଜିଠାରୁ ମାଞ୍ଚେଷ୍ଟରରେ ଉଭୟ ଦେଶ ମଧ୍ୟରେ ଅନ୍ତିମ ମ୍ୟାଚ ଖେଳାଯାଇଥାନ୍ତା । ମ୍ୟାଚ ପୂର୍ବରୁ ସମସ୍ତ ଭାରତୀୟ ଖେଳାଳୀଙ୍କ ରିପୋର୍ଟ ନେଗେଟିଭ ଆସିଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା