Masthead

ପିଲାଙ୍କ ଉପରେ କୋଭାକ୍ସିନ ଟିକାର ଟ୍ରାଏଲ ଆରମ୍ଭ କରିବ ଦିଲ୍ଲୀ ଏମ୍ସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ପିଲାଙ୍କ ଉପରେ କୋଭାକ୍ସିନ ଟିକାର ଟ୍ରାଏଲ ଆରମ୍ଭ କରିବ ଦିଲ୍ଲୀ ଏମ୍ସ । ୨ ରୁ ୧୮ ବର୍ଷ ବର୍ଗଙ୍କ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ତୃତୀୟ କ୍ଲିନିକାଲ ପରୀକ୍ଷା ପାଇଁ ଭାରତ ବାୟୋଟେକର କୋଭାକ୍ସିନ ଡିସିଜିଆଇ ଦ୍ୱାରା ଅନୁମୋଦିତ ହୋଇଛି । ତୃତୀୟ ଲହରରେ ପିଲାମାନଙ୍କୁ ଅଧିକ ପ୍ରଭାବିତ କରିବାର ସମ୍ଭାବନା ଅଧିକ ରହିଥିବା ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ।

ତେବେ ଭାରତରେ ପିଲାମାନଙ୍କ ଉପରେ ଟିକା ପରୀକ୍ଷା ଆରମ୍ଭ ହୋଇଛି । ପୂର୍ବରୁ ପାଟନା ଏମ୍ସରେ ଟିକା ଟ୍ରାଏଲ କରାଯାଇଥିବା ବେଳେ ଏବେ ଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡୁିକାଲ ସାଇନ୍ସ ସୋମବାର ଦିନ ଶିଶୁ ମାନଙ୍କ ଉପରେ ସ୍ୱଦେଶୀ ଭାରତ ବାୟୋଟେକର କୋଭାକ୍ସିନର କ୍ଲିନିକାଲ ଟ୍ରାଏଲ ଆରମ୍ଭ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା