Masthead

ଭୁଶୁଡ଼ିଲା ଦିଲ୍ଲୀ ଏୟାରପୋର୍ଟର ଛାତ; ୪ ଗୁରୁତର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏୟାରପୋର୍ଟରେ ଅଘଟଣ। ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ । ଏଥିରେ ୪ ଜଣ ଆହତ ହୋଇଛନ୍ତି। ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତଟି ଭୁଶୁଡ଼ି ପଡ଼ିଥିଲା। ଼ଛାତ ଭଗ୍ନାଂବଶେଷ  ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ ପଡ଼ିଥିଲା।

ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଭିତରେ ଚାପି ହୋଇଯାଇଥିଲା।ସେହି ସମୟରେ କାର୍‌ରେ ଲୋକ ମଧ୍ୟ ଥିଲେ। ଅଗ୍ନିଶମ ବିହାନୀ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଲୋକମାନଙ୍କୁ କାର୍‌ ଭିତରୁ ଉଦ୍ଧାର କରିଥିଲେ। ଉଦ୍ଧାର କାର୍ଯ୍ୟରେ ୩ଟି ଦମ କଳବାହିନୀ ନିୟୋଜିତ ହୋଇଛନ୍ତି।  ଦିଲ୍ଲୀ ଅଗ୍ନିଶମ ସେବା ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା