Masthead

ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଲାଲ୍ଲକିଲ୍ଲାର ମେଟ୍ରୋ ରେଳ ଷ୍ଟେସନ୍ ନିକଟରେ ସୋମବାର ହୋଇଥିବା ଭୟଙ୍କର ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ୩୦ରୁ ଅଧିକ ଆହତ ହୋଇଛନ୍ତି । ଘଟଣାରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି । ମାମଲାରେ ସନ୍ଦିଗ୍ଧ ଯୁବକର ଫଟୋ ସାମ୍ନାକୁ ଆସିଛି । ବ୍ଲାଷ୍ଟ ହେବା କିଛି ସମୟ ପୂର୍ବରୁ ଉକ୍ତ ଯୁବକ ମାସ୍କ ପିନ୍ଧି ହୁଣ୍ଡାଇ i20 ଚଳାଉଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି । ସନ୍ଦିଗ୍ଧ କଳାରଙ୍ଗର ଟି-ସାର୍ଟ ପିନ୍ଧିଥିବା ସିସିଟିଭିରେ ଦେଖାଯାଉଛି । ବିସ୍ଫୋରଣର ୩ ଘଣ୍ଟା ପୂର୍ବରୁ ଲାଲ୍‌କିଲ୍ଲା ନିକଟରେ ପାର୍କିଂ ହୋଇଥିଲା । ଅପରାହ୍ନ ୩ଟା ୧୯ରେ ପାର୍କିଂ ହୋଇଥିଲା କାର୍ । ପାର୍କିଁଂରେ ପ୍ରାୟ ୩ ଘଣ୍ଟା ଛିଡ଼ା ହୋଇ ରହିଥିଲା କାର୍ । ୬ଟା ୪୮ରେ ବାହାରିଥିଲା । ସଂଧ୍ୟା ୬ଟା ୫୨ ମିନିଟ୍‌ରେ ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ ଘଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ