Masthead

ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଲାଲ୍ଲକିଲ୍ଲାର ମେଟ୍ରୋ ରେଳ ଷ୍ଟେସନ୍ ନିକଟରେ ସୋମବାର ହୋଇଥିବା ଭୟଙ୍କର ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ୩୦ରୁ ଅଧିକ ଆହତ ହୋଇଛନ୍ତି । ଘଟଣାରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି । ମାମଲାରେ ସନ୍ଦିଗ୍ଧ ଯୁବକର ଫଟୋ ସାମ୍ନାକୁ ଆସିଛି । ବ୍ଲାଷ୍ଟ ହେବା କିଛି ସମୟ ପୂର୍ବରୁ ଉକ୍ତ ଯୁବକ ମାସ୍କ ପିନ୍ଧି ହୁଣ୍ଡାଇ i20 ଚଳାଉଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି । ସନ୍ଦିଗ୍ଧ କଳାରଙ୍ଗର ଟି-ସାର୍ଟ ପିନ୍ଧିଥିବା ସିସିଟିଭିରେ ଦେଖାଯାଉଛି । ବିସ୍ଫୋରଣର ୩ ଘଣ୍ଟା ପୂର୍ବରୁ ଲାଲ୍‌କିଲ୍ଲା ନିକଟରେ ପାର୍କିଂ ହୋଇଥିଲା । ଅପରାହ୍ନ ୩ଟା ୧୯ରେ ପାର୍କିଂ ହୋଇଥିଲା କାର୍ । ପାର୍କିଁଂରେ ପ୍ରାୟ ୩ ଘଣ୍ଟା ଛିଡ଼ା ହୋଇ ରହିଥିଲା କାର୍ । ୬ଟା ୪୮ରେ ବାହାରିଥିଲା । ସଂଧ୍ୟା ୬ଟା ୫୨ ମିନିଟ୍‌ରେ ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ ଘଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି