Masthead

ବିଜେପି ଆମ ବିରୋଧରେ ଷଡଯନ୍ତ୍ର ରଚୁଛି, ହେଲେ ମୁଁ ନଇଁବି ନାହିଁ : କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଇଡି। ଅବକାରୀ ନୀତି ଦୁର୍ନୀତି ଘଟଣାରେ ଇଡି କେଜ୍ରିୱାଲଙ୍କୁ ହାଜର ହେବାକୁ ୫ଥର ସମନ କରି ସାରିଲାଣି। କିନ୍ତୁ ସେ ଥରେ ହେଲେ ବି ଜେରାର ସମ୍ମୁଖୀନ ହେବାକୁ ଇଡିରେ ହାଜର ହୋଇ ନାହାନ୍ତି। ଶୁକ୍ରବାର କେଜ୍ରିୱାଲ ଇଡିର ୫ମ ସମନକୁ ବେଖାତିର କରିଥିଲେ। ଏବେ କେଜ୍ରିୱାଲ ବିଜେପିକୁ ନେଇ ବଡ଼ ଦାବି କରିଛନ୍ତି। କହିଛନ୍ତି ତାଙ୍କୁ ବିଜେପିରେ ସାମିଲ ହେବା ଲାଗି ବାଧ୍ୟ କରାଯାଉଛି।

ହେଲେ ସେ ନଇଁବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ଆପ ବିଧାୟକଙ୍କୁ ବିଜେପି ଘୋଡା ବେପାର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ ହୋଇଥିଲା। ଏବେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କରୁଥିବା ବେଳେ କେଜ୍ରିୱାଲଙ୍କ ବୟାନ ଚର୍ଚ୍ଚାର ବିଷୟ ପାଲଟିଛି। ବିଜେପି ଆମ ବିରୋଧରେ ଷଡଯନ୍ତ୍ର ରଚୁଛି, ହେଲେ ମୁଁ ଦୃଢ଼ ଅଛି। ନଇଁବି ନାହିଁ। ସେମାନେ ମୋତେ ବିଜେପରେ ସାମିଲ ହେବାକୁ କହୁଛନ୍ତି, ହେଲେ କେବେ ବି ସେଠାକୁ ଯିବି ନାହିଁ ବୋଲି ଏକ ସ୍କୁଲର ଶିଳାନ୍ୟାସ କରିବା ଅବସରରେ କେଜ୍ରିୱାଲ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା