Masthead

ଆଜିଠୁ ଦିଲ୍ଲୀରେ ରେଖା ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଦିଲ୍ଲୀରେ ଆରମ୍ଭ ହେବ ରେଖା ରାଜ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପରବେଶ ବର୍ମା । ନୂଆଦିଲ୍ଲୀର ରାମଲୀଳା ମୈଦାନରେ ଶପଥ ସମାରୋହ । ଦିଲ୍ଲୀର ଶାଲିମାର ବାଗ ଆସନରୁ ଜିତିଛନ୍ତି ରେଖା ଗୁପ୍ତା । ଦିଲ୍ଲୀର ନବମ ସିଏମ ଓ ଚତୁର୍ଥ ମହିଳା ସିଏମ ହେବେ ରେଖା ।  ତେବେ ମୋଟ ୩ ହଜାର ଅତିଥି ସାମିଲ ସମ୍ଭାବନା ରହିଛି । ଶପଥ ଗ୍ରହଣ ଉତ୍ସବ ପାଇଁ ତିନୋଟି ମଞ୍ଚ ତିଆରି କରାଯିବ ।

ପ୍ରଥମ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ, ଉପରାଜ୍ୟପାଳ ଏବଂ ନୂତନ ମୁଖ୍ୟମନ୍ତ୍ରୀ ବସିବେ । ଦିତ୍ବୀୟ ମଞ୍ଚରେ ଧାର୍ମିକ ନେତାମାନେ  ବସିବେ । ତୃତୀୟ ମଞ୍ଚରେ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ରହିବେ । ଭିଭିଆଇପି ଅତିଥିଙ୍କ ସହ ବସ୍ତିବାସିନ୍ଦାଙ୍କୁ ନିମନ୍ତ୍ରଣ କରାଯାିଛି । କ୍ରୀଡା,ରାଜନୀତି,ଶିଳ୍ପପତି କ୍ଷେତ୍ରରୁ ଆସିବେ ବଛାବଛା ଅତିଥି । ଦିନ ୧୧.୩୦ରୁ ଆରମ୍ଭ ହୋଇ ପ୍ରାୟ ଏକ ଘଣ୍ଟା ଧରି ଚାଲିବ କାର୍ଯ୍ୟକ୍ରମ । ବିଜେପି ପକ୍ଷରୁ ସମ୍ପୂର୍ଣ୍ଣ ବିବରଣୀ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା