Masthead

ଆଜି ଆସିବ ଦିଲ୍ଲୀ ନିର୍ବାଚନ ତାରିଖ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଆସିବ ଦିଲ୍ଲୀ ନିର୍ବାଚନ ତାରିଖ । ଆଜି ଘୋଷଣା ହେବ ଦିଲ୍ଲୀ ନିର୍ବାଚନ ତାରିଖ । ଅପରାହ୍ନ ୨ଟାରେ ନିର୍ବାଚନ ଆୟୋଗଙ୍କ ପ୍ରେସମିଟ୍ । ସଜେଇ ହେଲାଣି ମୈଦାନ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା। ଏନେଇ ପ୍ରେସମିଟ କରି ନିର୍ବାଚନ ତାରିଖ ଘୋଷଣା କରିବେ ନିର୍ବାଚନ ଆୟୋଗ। ଅପରାହ୍ନ ୨ଟାରେ ପ୍ରେସମିଟ କରିବେ ଭାରତୀୟ ନିର୍ବାଚନ କମିଶନ ।

ସେପଟେ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦିଲ୍ଲୀରେ ରାଜନୀତି ସରଗରମ ହୋଇଛି । ଆଗୁଆ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିବାବେଳେ ପ୍ରଚାର ମଧ୍ୟ ଜୋରଦାର ଆରମ୍ଭ ହେଲାଣି । ଦିଲ୍ଲୀରେ ୭୦ ଆସନ ରହିଥିବାବେଳେ ଚଳିତ ନିର୍ବାଚନରେ ଜୋରଦାର ଲଢ଼େଇ ହେବ ବୋଲି ଅନୁମାନ କରାଯାଉଛି । ଦିଲ୍ଲୀରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ