Masthead

ଆଜି ଆସିବ ଦିଲ୍ଲୀ ନିର୍ବାଚନ ତାରିଖ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଆସିବ ଦିଲ୍ଲୀ ନିର୍ବାଚନ ତାରିଖ । ଆଜି ଘୋଷଣା ହେବ ଦିଲ୍ଲୀ ନିର୍ବାଚନ ତାରିଖ । ଅପରାହ୍ନ ୨ଟାରେ ନିର୍ବାଚନ ଆୟୋଗଙ୍କ ପ୍ରେସମିଟ୍ । ସଜେଇ ହେଲାଣି ମୈଦାନ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା। ଏନେଇ ପ୍ରେସମିଟ କରି ନିର୍ବାଚନ ତାରିଖ ଘୋଷଣା କରିବେ ନିର୍ବାଚନ ଆୟୋଗ। ଅପରାହ୍ନ ୨ଟାରେ ପ୍ରେସମିଟ କରିବେ ଭାରତୀୟ ନିର୍ବାଚନ କମିଶନ ।

ସେପଟେ ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦିଲ୍ଲୀରେ ରାଜନୀତି ସରଗରମ ହୋଇଛି । ଆଗୁଆ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିବାବେଳେ ପ୍ରଚାର ମଧ୍ୟ ଜୋରଦାର ଆରମ୍ଭ ହେଲାଣି । ଦିଲ୍ଲୀରେ ୭୦ ଆସନ ରହିଥିବାବେଳେ ଚଳିତ ନିର୍ବାଚନରେ ଜୋରଦାର ଲଢ଼େଇ ହେବ ବୋଲି ଅନୁମାନ କରାଯାଉଛି । ଦିଲ୍ଲୀରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା