ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ, ୪ ଜୀବନ୍ତ ଦଗ୍ଧ

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଶାହଦରା ଶାସ୍ତ୍ରୀ ନଗରରେ ଥିବା ଏକ ଆବାସିକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି ।ଆବାସିକ କୋଠାରେ ନିଆଁ ଲାଗି ୨ ଶିଶୁ ସମେତ ୪ ଜୀବନ୍ତ ଦଗ୍ଧ । ଗ୍ରାଉଣ୍ଡ ଫ୍ଲୋରରେ ଥିବା ପାର୍କିଂ ସ୍ଥାନରୁ ନିଆଁ ବ୍ୟାପିଥିବା ସୂଚନା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ । ଏହାଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ । ନିଆଁ ଲାଗିବା ଯୋଗୁଁ ପାର୍କିଂରେ ୪ଟି ଗାଡି ପୋଡି ଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ