Masthead

ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ନାରୀ ହିଂସା । ନାରୀ ସମାଜ ଏବେ ଭୟଭୀତ । ନାରୀଙ୍କ ସୁରକ୍ଷାକୁ ନେଇ ଉଠିଛି ପ୍ରଶ୍ନ ବାଚି ? ଗଞ୍ଜାମ ଗୋପାଳପୁରରେ ହୋଇଥିବା ଗଣଦୁଷ୍କର୍ମ ମନରୁ ଲିଭିନଥିବା ବେଳେ ପୁଣି ଏକ ନାରୀକୁ ଅସଦାଚରଣ । ଓଡ଼ିଶାକୁ ବୁଲିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଅସଦାଚରଣ ହୋଇଥିବା ଆଣିଲେ ସଂଗୀନ ଅଭିଯୋଗ । ବିରଜାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ୨ଜଣ ଯୁବକ ତାଙ୍କୁ ଅସଦାଚରଣ କରିଥିବା କହିଛନ୍ତି । ଛାତ୍ରୀ ଜଣଙ୍କ ଏନେଇ ଦଶରଥପୁର ଥାନାରେ ଅଭିଯୋଗ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ