Masthead

ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ନାରୀ ହିଂସା । ନାରୀ ସମାଜ ଏବେ ଭୟଭୀତ । ନାରୀଙ୍କ ସୁରକ୍ଷାକୁ ନେଇ ଉଠିଛି ପ୍ରଶ୍ନ ବାଚି ? ଗଞ୍ଜାମ ଗୋପାଳପୁରରେ ହୋଇଥିବା ଗଣଦୁଷ୍କର୍ମ ମନରୁ ଲିଭିନଥିବା ବେଳେ ପୁଣି ଏକ ନାରୀକୁ ଅସଦାଚରଣ । ଓଡ଼ିଶାକୁ ବୁଲିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଅସଦାଚରଣ ହୋଇଥିବା ଆଣିଲେ ସଂଗୀନ ଅଭିଯୋଗ । ବିରଜାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ୨ଜଣ ଯୁବକ ତାଙ୍କୁ ଅସଦାଚରଣ କରିଥିବା କହିଛନ୍ତି । ଛାତ୍ରୀ ଜଣଙ୍କ ଏନେଇ ଦଶରଥପୁର ଥାନାରେ ଅଭିଯୋଗ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ