Masthead

ଦିଲ୍ଲୀରେ ମାଲବାହୀ ଟ୍ରେନର ୮ବଗି ଲାଇନଚ୍ୟୁତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ ୮ଟି ବଗି ଲାଇନଚୁ୍ୟତ । ଦିଲ୍ଲୀରେ ନାଗର-ଦୟାବସ୍ତି ସେକ୍ସନର ଏକ ମାଲଗାଡ଼ି ଟ୍ରେନର ଆଠଟି କୋଚ ଲାଇନ ଚ୍ୟୁତ ହୋଇଛି। ଜଖିରା ଫ୍ଲାଏ ଓଭର ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ରେଳବାଇ ଏବଂ ଦମକଳ ବାହିନୀଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜରି ରଖିଛି । ତେବେ ଏହା ତଳେ କିଛି ଲୋକ ଚାପି ରହିଥିବା ଅନୁମାନ କରାଯାଉଛି।

ସାଧାରଣତଃ ଏହି ଅଞ୍ଚଳର ଟ୍ରାକ ଆଖପାଖରେ ବସ୍ତି ଥିବାରୁ କିଛି ଲୋକ କ୍ଷତିଗ୍ରସ୍ତ ହୋଇଥିବା ଆଶଙ୍କା କରାଯାଉଛି। ସୂଚନା ଅନୁସାରେ ଆଜି ଦିନ ୧୧.୫୨ ମିନିଟ୍‌ରେ ମାଲବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୮ଟି ବଗି ଟ୍ରାକରୁ ଲାଇନଚ୍ୟୁତ୍ ହୋଇଛି। ଏହି ମାଲବାହୀ ଗାଡ଼ିରେ ଲୁହା ସିଟ୍‌ ଥିବା କୁହାଯାଉଛି। ଅନ୍ୟପକ୍ଷରେ ଏହି ଦୁର୍ଘଟଣାରେ କ୍ଷୟକ୍ଷତି ନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ