Masthead

ଦିଲ୍ଲୀ ସରକାରଙ୍କ ନୂଆ ଗାଇଡ଼ଲାଇନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ନୂଆ ଗାଇଡଲାଇନ ଜାରି କରିଛନ୍ତି କେଜରିଓ୍ୱାଲ୍ । ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରୁ ଦିଲ୍ଲୀକୁ ଆସୁଥିବା ଲୋକଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ କରାଯାଇଛି । ଏଥିପାଇଁ ସରକାର ଦେୟଯୁକ୍ତ ସଂଗରୋଧର ବ୍ୟବସ୍ଥା କରିଛନ୍ତି । ଯେ କେହି ଆସିଲେ ସଂଗରୋଧର ୧୪ ଦିନ ରହିପାରିବ । ଯେଉଁମାନେ କରୋନା ଟିକାର ୨ଟି ଡୋଜ ନେଇଛନ୍ତି ସେମାନଙ୍କୁ ମଧ୍ୟ ରିପୋର୍ଟ ଦେଖାଇବାକୁ କୁହାଯ।ଇଛି ।

ଏତତବ୍ୟତୀତ ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର ଯାଞ୍ଚ ରିପୋର୍ଟ ଦେଖାଇବାକୁ ପଡିବ । ଯଦି କୌଣସି ବ୍ୟକ୍ତି ନିଜ ଘରେ କ୍ୱାରାଣ୍ଟାଇନରେ ନରହି ପାରନ୍ତି ତେବେ ସେ ସରକାରୀ କ୍ୱାରେଣ୍ଟାଇନ ସେଣ୍ଟରରେ ରହିପାରିବେ । ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନାରୁ ବସ୍, ଟ୍ରେନ, ବିମାନ ଯାତ୍ରା, କାର ଯୋଗେ ଦିଲ୍ଲୀକୁ ଆସୁଥିବା ବ୍ୟକ୍ତିମାନଙ୍କୁ ଏହି ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ