Masthead

ବର୍ଷାରେ ବେହାଲ ଦିଲ୍ଲୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟଚରୋ): ରାଜଧାନୀ ଦିଲ୍ଲୀରେ ଝଡ଼ପବନ ସାଙ୍ଗକୁ ପ୍ରବଳ ବର୍ଷା । କିଛି ଘଣ୍ଟାର ବର୍ଷାରେ ବେହାଲ ରାଜଧାନୀ ଦିଲ୍ଲୀ । ରାସ୍ତାରେ ଜମିଲା ଆଣ୍ଠୁଏ ଉଚ୍ଚର ପାଣି । ଗଛ, ବିଦ୍ୟୁତ ଖୁଣ୍ଟ ଭାଙ୍ଗିବା ଯୋଗୁଁ ଟ୍ରାଫିକ ଜାମ୍ । ଦିଲ୍ଲୀ ପାଇଁ ରେଡ ଆଲର୍ଟ ଜାରି । ତଳିଆ ଅଂଚଳରେ ଏବେ ପାଣି ଜମି ରହିଛି । ବଡ଼ ବଡ଼ ଗଛ ଭାଙ୍ଗି ପଡ଼ିଥିବା ବେଳେ ବିମାନବନ୍ଦରର ମେଟାଲ ଷ୍ଟ୍ରକ୍ଟ ଭାଙ୍ଗିରୁଜି ଯାଇଛି । ଗୋଟିଏ ପଟେ ବର୍ଷା ଯୋଗୁଁ ଖରା ଗରମରୁ ଲୋକଙ୍କୁ ଆଶ୍ବସ୍ତି ମିଳିଛି ।

ଅନ୍ୟପଟେ ବିଭିନ୍ନ ସ୍ଥାନରେ ପାଣି ଜମି ରହିବା କାରଣରୁ ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଖରାପ ପାଣିପାଗ ପାଇଁ ୪୦ଟି ବିମାନର ଗତିପଥ ବଦଳାଯାଇଛି । ସେହିପରି ୧୦୦ରୁ ଅଧିକ ବିମାନ ବିଳମ୍ବ ହୋଇଛି । ପ୍ରବଳ ବର୍ଷା ପବନ ନେଇ ଭାରତୀୟ ପାଣିପାଗ ବିଭାଗ ରେଡ ଆଲର୍ଟ ଜାରି କରିଛି । ଅନ୍ୟପଟେ କାଳବୈଶାଖୀରେ ମାଆ ସହ ୩ ଛୁଆ ମୃତଙ୍କ ମୃତ୍ୟୁ ଘଟିଛି । ଗଛ ପଡ଼ି ଗୋଟିଏ ପରିବାରର ୪ ଜୀବନ ଯାଇଛି । ମାଆ ସହ ୩ ଛୁଆଙ୍କ ମୃତ୍ୟୁ ହୋଇଥିବାବେଳେ ବାପା ଗୁରୁତର ଅଛନ୍ତି । ଖରଖରି କେନାଲ ଅଞ୍ଚଳ ଏକ ଗାଁରେ ଅଘଟଣ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର