Masthead

ଦିଲ୍ଲୀ ମଦ ଦୁର୍ନୀତି ମାମଲା, ଗିରଫ ହେଲେ ସାଂସଦ ମଗୁନତା ଶ୍ରୀନିବାସୁଲା ରେଡ୍ଡୀଙ୍କ ପୁଅ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଇଡି ଆଜି ଆଉ ଏକ ବ୍ୟକ୍ତିଙ୍କୁ ଗିରଫ କରିଛି। ଇଡି ଶୁକ୍ରବାର ଦିନ YSRCP ସାଂସଦ ମଗୁନତା ଶ୍ରୀନିବାସୁଲା ରେଡ୍ଡୀଙ୍କ ପୁଅ ମଗୁନତା ରାଘବଙ୍କୁ ଗିରଫ କରିଛି। ଇଡି ଦାବି କରିଛି ଯେ ଦିଲ୍ଲୀର ମଦ ବ୍ୟବସାୟ ସଂପର୍କରେ ଦିଲ୍ଲୀର ସିଏମ୍ ଅରବିନ୍ଦ କେଜ୍ରିୱାଲ ମଗୁନତା ଶ୍ରୀନିବାସାଲୁ ରେଡ୍ଡୀଙ୍କୁ ଭେଟିଛନ୍ତି।

ସୂଚନାମୁତାବକ ପୂର୍ବରୁ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ବୁଚିବାବୁ ଗୋରାଣ୍ଟଲାଙ୍କୁ ଗିରଫ କରିଥିଲା। ବୁଚିବାବୁ ଗୋରାଣ୍ଟଲା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କ ପୂର୍ବତନ ଅଡିଟର ଥିଲେ । କେନ୍ଦ୍ରୀୟ ଅନୁସନ୍ଧାନକାରୀ ଏଜେନ୍ସି ଦାବି କରିଛି ଯେ ଗୋରାଣ୍ଟଲା ଅନୁସନ୍ଧାନକାରୀଙ୍କ ସହ ସହଯୋଗ କରୁନାହାନ୍ତି । ଏହାପୂର୍ବରୁ ଡିସେମ୍ବର ୧୨ ରେ ସିବିଆଇ ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କୁ ୭ ଘଣ୍ଟାରୁ ଅଧିକ ସମୟ ଧରି ଦଳ ପଚରାଉଚରା କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ