Masthead

ଦିଲ୍ଲୀ ମଦ ଦୁର୍ନୀତି ମାମଲା, ଚାର୍ଜସିଟରେ ରାଘବ ଚଡ୍ଡାଙ୍କ ନାଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲା । ଚାର୍ଜସିଟରେ ରହିଛି ରାଜ୍ୟ ସଭା ଏମପି ରାଘବ ଚଡ୍ଡାଙ୍କ ନାଁ । ମଦ ଦୁର୍ନୀତି ମାମଲାରେ ଇଡ଼ି ପକ୍ଷରୁ ଏକ ଚାର୍ଜସିଟ ଦାଖଲ କରାଯାଇଛି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ମନୀଷ ସିସୋଦିଆଙ୍କ ପୂର୍ବତନ ସଚିବ ସି ଅରବିନ୍ଦ ତଦନ୍ତକାରୀ ସଂସ୍ଥା ଇଡିକୁ ସୂଚନା ଦେଇ କହିଛନ୍ତି ଯେ ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ରାଘବ ଚଢ଼ାଙ୍କ ସହ ଏକ ବୈଠକ ହୋଇଥିଲା।

ସି ଅରବିନ୍ଦ ଦେଇଥିବା ସୂଚନା ଅନୁଯାୟୀ ଏହି ବୈଠକରେ ପଞ୍ଜାବର ଅବକାରୀ କମିସନର ବରୁଣ ରୋଜାମ, ଏହି ମାମଲାର ଅଭିଯୁକ୍ତ ବିଜୟ ନାୟର ଏବଂ ପଞ୍ଜାବ ଅବକାରୀ ନିର୍ଦ୍ଦେଶାଳୟର ଅନ୍ୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ। ଦିଲ୍ଲୀ ଅବକାରୀ ନୀତି ମାମଲା ଉପରେ ଉପ ରାଜ୍ୟପାଳଙ୍କ ଅନୁରୋଧ କ୍ରମେ ସିବିଆଇ ତଦନ୍ତ ଆରମ୍ଭ କରିଥିଲା । ଏହି ମାମଲାରେ ଫେବୃଆରୀ ୨୬ରେ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହୋଇ ଏବେ ନ୍ୟାୟିକ ହେପାଜତରେ ରହିଛନ୍ତି । ତାଙ୍କୁ ପ୍ରଥମେ ସିବିଆଇ ଓ ପରେ ଇଡି ତରଫରୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି