ଆଜି ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ଦିଲ୍ଲୀ ମହାନଗର ନିଗମ (ଏମସିଡି) ମେୟର ପଦ ନିମନ୍ତେ ବୁଧବାର ଭୋଟ ହେବ। ମେୟର ପଦ ସହିତ ଡେପୁଟି ମେୟର ଓ ବିଭିନ୍ନ ଷ୍ଟାଣ୍ଡିଂକମିଟି ନିମନ୍ତେ ନିର୍ବାଚନ ହେବ। ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ କ୍ରମେ ନିର୍ବାଚନରେ ମନୋନୀତ ସଦସ୍ୟମାନେ ଭୋଟ ଦେଇପାରିବେ ନାହିଁ। ଏମସିଡି ନିର୍ବାଚନକୁ ନେଇ ଦିଲ୍ଳୀ ସହର ଏବେ ଚଳଚଞ୍ଚଳ ହୋଇଛି।

ମେୟର ପଦ ହାତେଇବା ଲାଗି ବିଜେପି ପାଖରେ ଆବଶ୍ୟକ ସଂଖ୍ୟକ କର୍ପୋରେଟର ନଥିଲେ ମଧ୍ୟ ଏଥିପାଇଁ ଆଶାୟୀ ରହିଛି। ୨୫୦ ସଦସ୍ୟ ବିଶିଷ୍ଟ ଦିଲ୍ଲୀ ଏମସିଡିରେ ବିଜେପିର ୧୦୫ ସଦସ୍ୟ ଅଛନ୍ତି। ଆମ ଆଦମୀ ପାର୍ଟି ପାଖରେ ୧୩୫ ସଦସ୍ୟ ରହିଛନ୍ତି। କଂଗ୍ରେସ ପାଖରେ ୯ଜଣ ସଦସ୍ୟ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ