Masthead

ବୈଜୟନ୍ତଙ୍କୁ ହତ୍ୟା ଧମକ, ଅଭିଯୁକ୍ତକୁ ଗିରଫ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବିଜେପି ରାଷ୍ଟ୍ର ଉପାଧକ୍ୟ ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ ।ଧମକ ଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ । ଅବସାଦ ହେତୁ ଧମକ ଦେଇଥିଲା ଏକ ଯୁବକ । ପୋଲିସର ତଦନ୍ତ ପରେ ଅଭିଯୁକ୍ତ ମାଗିଛି ଭୁଲ । କହିଛନ୍ତି,ଫୋନ କରିବା ଫଛରେ କୌଣସି ମନ୍ଦ ଉଦ୍ଦେଶ୍ୟ ନଥିଲା । ଭବିଷ୍ୟତରେ ଆଉ ଏପରି ନକରିବାକୁ କହିଲା ଅଭିଯୁକ୍ତ । ବୈଜୟନ୍ତଙ୍କ ଅନୁରୋଧ କ୍ରମେ ପ୍ରତ୍ୟାହାର ହେଲା ମାମଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା