Masthead

ଅସରାଏ ବର୍ଷାରେ ଭାସିଲା ରାଜଧାନୀ ଦିଲ୍ଲୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା ପରେ ପାଣିରେ ଭାସୁଛି ରାଜଧାନୀ ଦିଲ୍ଲୀ । ରାସ୍ତାରେ ଗାଡି ଯିବା ତ ଦୂରର କଥା ଚାଲି ଚାଲି ଗଲେ ବି ଆଣ୍ଠୁଏ ଉଚ୍ଚର ପାଣି ଦେଇ ଯିବାକୁ ପଡୁଛି । ରାସ୍ତା ଉପରେ ଚାଲିଛି ନାଳପାଣି। ରାସ୍ତାରେ ଫସିଛନ୍ତି ଶହ ଶହ ଯାନବାହନ ଓ ଯାତ୍ରୀ। ସ୍ଥିତି ଏପରି ହୋଇଛି ଯେ ଅନେକ ବସ ଅଧାବୁଡିବା ଅବସ୍ଥାରେ ରହିଛି।

କିଛି ସ୍ଥାନରେ ଆମ୍ବୁଲାନ୍ସ ଫସିବା ବି ଦେଖାଯାଇଛି। ଗତ ଦୁଇ ମାସର ପ୍ରବଳ ଗ୍ରୀଷ୍ମ ଜ୍ବାଳା ପରେ ଏବେ ବର୍ଷା ତାଣ୍ଡବ ଦିଲ୍ଲୀବାସୀଙ୍କୁ ହରକତ କରିଛି। ଅନେକ ଅଞ୍ଚଳରେ ଲୋକେ ଘରୁ ପଦାକୁ ଆସିବା ଅସମ୍ଭବ ହୋଇପଡିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀର ୨୨୮ ମିଲିମିଟର ବର୍ଷା ହୋଇଥିବା ସୂଚନା ମିଳିଛି। ସେହିପରି ହରିଆଣାରେ ମଧ୍ୟ ପ୍ରବଳ ବର୍ଷା ହୋଇଛି। ଶହ ଶହ ଯାନବାହନ ରାସ୍ତାରେ ଅଟକି ରହିଛନ୍ତି। ଲକ୍ଷାଧିକ ଲୋକ ଜଳଘେରରେ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ମାଲଦ୍ୱୀପର ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ମାଲଦ୍ୱୀପ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 🔴 ଅପରେସନ ସିନ୍ଦୂର ଜାରି ରହିଛି : ଅନିଲ ଚୌହାନ 🔴 ବାଂଲାଦେଶରେ ‘ତାଲିବାନି ଯୁଗ’ 🔴 ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଜଣେ ଯବାନଙ୍କ ମୃତ୍ୟୁ ସମେତ ୨ଯବାନ ଆହତ