Masthead

ଦିଲ୍ଲୀରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଖୋଲିବ ନାହିଁ ସ୍କୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ସମସ୍ତ ସ୍କୁଲ ବନ୍ଦ ରହିବା ନେଇ ପୂର୍ବରୁ ନିଷ୍ପତ୍ତି ନେଇଥିଲେ ଦିଲ୍ଲୀ ସରକାର । ତେବେ ଦିଲ୍ଲୀର ସ୍କୁଲଗୁଡି଼କ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଆଜି ଘୋଷଣା କରିଛନ୍ତି । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏହି ଆଦେଶ ଦିଲ୍ଲୀ ସରକାରଙ୍କ ସମେତ କର୍ପୋରେଶନ, ଏନଡିଏମସି, ଦିଲ୍ଲୀ କ୍ୟାଣ୍ଟ ସହ ଜଡ଼ିତ ବେସରକାରୀ ବିଦ୍ୟାଳୟଗୁଡ଼ିକ ଲାଗି ପ୍ରଯୁଜ୍ୟ ରହିବ ବୋଲି ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ