Masthead

ଡେଲଟା ଭାରିଆଣ୍ଟ: ବୁଷ୍ଟର ଡୋଜ ଦେବାକୁ ମନା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

(ବଡ଼ ଖବର ବ୍ୟୁରୋ) କରୋନା ଭୂତାଣୁ ପରେ ଏବେ କରୋନାର ଡେଲାଟା ଭୂତାଣୁ ବିଶ୍ୱର ୧୩୨ଟି ଦେଶରେ ମାଡି ଚାଲିଛି । ଏହି ସଂକ୍ରମଣକୁ ରୋକିବା ପାଇଁ ଟିକାର ବୁଷ୍ଟର ଡୋଜ୍ ଉପରେ ଗୁରୁତ୍ୱ ଦେଉଛନ୍ତି ଅଧିକାଂଶ ଦେଶ । ହେଲେ ଆଗାମୀ ସେପ୍ଟେମ୍ବର ପର୍ୟ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଜର୍ମାନୀରେ ଆଗାମୀ ସେପ୍ଟେମ୍ବରରୁ ଆରମ୍ଭ ହେବ ବୁଷ୍ଟର ଡୋଜ୍ ।

ୟୁଏଇରେ ମଧ୍ୟ ଟିକାର ଦୁଇଟି ଡୋଜ୍ ନେଇଥିବା ବ୍ୟକ୍ତିଙ୍କୁ ୩ ମାସ ମଧ୍ୟରେ ବୁଷ୍ଟର ଡୋଜ୍ ଦିଆଯିବ । ଇସ୍ରାଏଲ ରାଷ୍ଟ୍ରପତି ବୁଷ୍ଟର ଡୋଜ୍ ନେଇ ଦେଶରେ ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ବୁଷ୍ଟର ଡୋଜ୍ ଟିକାକରଣର ଶୁଭାରମ୍ଭ କରିଥିଲେ । କିନ୍ତୁ ଆଗାମୀ ସେପ୍ଟେମ୍ବର ପର୍ୟ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ।

କାରଣ ବିଶ୍ୱର ଧନୀ ଦେଶଗୁଡିକ ସେମାନଙ୍କ ଜନସଂଖ୍ୟାର ପ୍ରାୟ ୫୦ ପ୍ରତିଶତ ଟିକାକରଣ ଶେଷ କରିଥିବାବେଳେ ଗରିବ ରାଷ୍ଟ୍ରଗୁଡିକରେ ମାତ୍ର ଦେଢ ପ୍ରତିଶତ ଟିକାକକଣ ହୋଇପାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ