Before Header

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ ବନ୍ଦ ପାଳନ

0 110

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି । ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ । ବନ୍ଦ ଡାକରା ଦେଇଛି ଜିଲ୍ଲା ସଂଘର୍ଷ ସମିତି । କଣ୍ଟାବାଞ୍ଜି କୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି । ଏହି ବନ୍ଦ ଡାକରାରେ ତୁରେକେଲା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକ ସହ କଣ୍ଟାବାଞ୍ଜି ଏନ.ଏ.ସି ର ସମସ୍ତ ସଂଗଠନ ସହଯୋଗ କରୁଥିବା ବେଳେ ଏହି ବନ୍ଦ ଯୋଗୁଁ ସହରର ସମସ୍ତ ଦୋକାନ ବଜାର ସହ ଅଖଚଖ ସବୁ ବନ୍ଦ ରହିଛି ।

Leave A Reply

Your email address will not be published.