Masthead

ଡାକ୍ତର ନିଯୁକ୍ତି ଦାବିରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରୋଗୀ ସେବାଠାରୁ ଦୂରେଇ ଯାଉଛି ରାଉରକେଲା ସରକାରୀ ଡାକ୍ତରଖାନା । ଏହି ଡାକ୍ତରଖାନା ଉପରେ ନିର୍ଭର କରୁଥିବା ସୁନ୍ଦରଗଡ଼ ଜିଲ୍ଲା ସହିତ ଝାଡଖଣ୍ଡ ଓ ଛତିଶଗଡ଼ର ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ୧୫ ଦିନରୁ ଅଧିକ ହେବ ସର୍ଜିକାଲ ଅପରେସନ ଥିଏଟର ବନ୍ଦ । ଏବେ ଅର୍ଥୋପେଡିକ ଅପରେସନ ଥିଏଟର ମଧ୍ୟ ବନ୍ଦ କରିଦିଆଯାଇଛି । ଏହି ଡାକ୍ତରଖାନାର ସମସ୍ତ ବିଭାଗକୁ ବେସରକାରୀ ସଂସ୍ଥାକୁ ଟେକି ଦିଆଯାଇଛି । ଆବଶ୍ୟକ ଡାକ୍ତର ନଥିବା ଡାକ୍ତରଖାନା ନିଦେ୍ର୍ଦଶକ ମାନିଛନ୍ତି ।

ରୋଗୀଙ୍କ ଜୀବନ ପ୍ରତି ବିପଦ ଘନେଇ ଆସୁଛି । ଆବଶ୍ୟକ ଡାକ୍ତର ନିଯୁକ୍ତି ରାଉରକେଲା ସରକାରୀ ଡାକ୍ତରଖାନାକୁ ବିକାଶ ଧାରାରେ ସାମିଲ କରିବା, ଶର୍ଯ୍ୟା ବୃଦ୍ଧି, ଲିଜ୍ କ୍ୟାନସଲ ପ୍ରଭୃତି ଦାବିରେ ସ୍ଥାନୀୟ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ମୁକ୍ତିକାନ୍ତ ମଣ୍ଡଳ ଓ ତାଙ୍କ ସାଥୀମାନେ ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା