Masthead

ସହିଦଙ୍କ ପରିବାରକୁ ଅନୁକମ୍ପା ରାଶି ୧କୋଟି ଟଙ୍କାକୁ ବୃଦ୍ଧି ଦାବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସହିଦଙ୍କ ପରିବାରକୁ ଅନୁକମ୍ପା ରାଶି ୨୫ଲକ୍ଷରୁ ୧କୋଟି ଟଙ୍କାକୁ ବୃଦ୍ଧି ଦାବି । ଏଭଳି ଦାବି କରିଛି ଓଡ଼ିଶା ଆମ ଆଦମୀ ପାର୍ଟି । ପାର୍ଟିର ରାଜ୍ୟ ମୁଖ୍ୟ ପ୍ରଵକ୍ତା ରଙ୍ଗାଚରଣ ପ୍ରଧାନ କହିଛନ୍ତି ସାକ୍ଷୀଗୋପାଳର ମୃତ ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦିଆଯିବ ବୋଲି ଘୋଷଣା କରାଯାଇଛି । ୨ଲକ୍ଷ କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରୁଥିବା ସରକାର କୋଟିଏ ଟଙ୍କା ଦେଲେ ରାଜକୋଷ କ’ଣ ଖାଲି ହୋଇଯିବ କି ବୋଲି ଆପ୍ ପ୍ରଶ୍ନ କରିଛି । ପଞ୍ଜାବ ସରକାର ସହିଦ ଯବାନଙ୍କ ପରିବାରକୁ ୧କୋଟି ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରୁଥିବା ବେଳେ ଓଡ଼ିଶା ସରକାର କାହିଁକି ପଛାଉଛନ୍ତି । ଦିଲ୍ଲୀରେ ଆମ ଆଦିମ ସରକାର ଯବାନ, ପୋଲିସ, ଅଗ୍ନିଶମ କର୍ମଚାରୀ, ହୋମଗାଡ଼ର୍ମାନଙ୍କୁ ୧ କୋଟି ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରୁଥିବା ରଙ୍ଗାଚରଣ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି