Masthead

ବନ୍ଦ କର ଫାଟକ

ପାତ୍ରପଡ଼ା (ବଡ଼ ଖବର ବ୍ୟୁରୋ): ମୋ ବସ୍ ଡିପୋର ଗେଟ୍ ବନ୍ଦ କରିବାକୁ ଦାବି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭୁବନେଶ୍ୱର ପାତ୍ରପଡ଼ା ଭଗବାନପୁର ନୋଡାଲ ହାଇସ୍କୁଲ ସାମ୍ନାରେ । ଡିପୋ ଗେଟ ସାମ୍ନାରେ ଧାରଣାରେ ବସିଛନ୍ତି ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଗ୍ରାମବାସୀ । ସ୍ଥାନୀୟ କର୍ପୋରେଟର ରଶ୍ମୀ ରଂଜନ ପରିଡା ଏବଂ ବରିଷ୍ଠ କଂଗ୍ରେସ ନେତା ସୁର ରାଉତ ସେଠାରେ ଉପସ୍ଥିତ ଅଛନ୍ତି । ଗେଟ ବନ୍ଦ କରିବାକୁ ନେଇ ବାଦି ଜୋର ଧରିଛି । ବିଭିନ୍ନ ଦାବି ନେଇ ସଂଗଠନ ପକ୍ଷରୁ ଆନ୍ଦୋଳନ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି