Masthead

ରେଳପଥ ନିର୍ମାଣ ପାଇଁ ଦାବିପତ୍ର

ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ): ପୁରୀ-ସାତପଡା ରେଳପଥ ନିର୍ମାଣ ପାଇଁ ଦାବି ଜୋର ଧରିଲା । ଆଜି ବ୍ରହ୍ମଗିରି ବ୍ଲକ ଅଲାରନାଥ ମନ୍ଦିର ସମ୍ମୁଖରେ ମାନବାଧିକାର ସୁରକ୍ଷା ସଙ୍ଘର ବ୍ରହ୍ମଗିରି ସାଖା ତରଫରୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପାଖକୁ ଏକ ଦାବିପତ୍ର ଦିଆଯାଇଛି । ସଂଗଠନର ରାଜ୍ୟ ମୁଖ୍ୟ ପ୍ରିୟପ୍ରସାଦ ମିଶ୍ରଙ୍କ ସମେତ ଶତାଧିକ କର୍ମକର୍ତ୍ତା ଯୋଗଦେଇ ଦାବି ଉପସ୍ଥାପନା କରିଥିଲେ।

ତେବେ ଶ୍ରୀକ୍ଷେତ୍ର ପୁରୀ ଭଳି ବ୍ରହ୍ମଗିରି ମଧ୍ୟ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଦଖଲ କରିଛି । ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ ଚିଲିକା ଠାରୁ ଆରମ୍ଭ କରି ଅଲାରନାଥ ମନ୍ଦିର ଓ ପଞ୍ଚୁପାଣ୍ଡବଙ୍କ ଭଳି ପର୍ଯ୍ୟଟନସ୍ଥଳିକୁ ଦର୍ଶନ ପାଇଁ ଦେଶ ବିଦେଶରୁ ହଜାର ହଜାର ପର୍ଯ୍ୟଟକ ଆସିଥାନ୍ତି । ବ୍ରହ୍ମଗିରିକୁ ରେଳ ଚଳାଚଳ ନିହାତି ଆବଶ୍ୟକ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ