Masthead

ରେଳପଥ ନିର୍ମାଣ ପାଇଁ ଦାବିପତ୍ର

ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ): ପୁରୀ-ସାତପଡା ରେଳପଥ ନିର୍ମାଣ ପାଇଁ ଦାବି ଜୋର ଧରିଲା । ଆଜି ବ୍ରହ୍ମଗିରି ବ୍ଲକ ଅଲାରନାଥ ମନ୍ଦିର ସମ୍ମୁଖରେ ମାନବାଧିକାର ସୁରକ୍ଷା ସଙ୍ଘର ବ୍ରହ୍ମଗିରି ସାଖା ତରଫରୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ପାଖକୁ ଏକ ଦାବିପତ୍ର ଦିଆଯାଇଛି । ସଂଗଠନର ରାଜ୍ୟ ମୁଖ୍ୟ ପ୍ରିୟପ୍ରସାଦ ମିଶ୍ରଙ୍କ ସମେତ ଶତାଧିକ କର୍ମକର୍ତ୍ତା ଯୋଗଦେଇ ଦାବି ଉପସ୍ଥାପନା କରିଥିଲେ।

ତେବେ ଶ୍ରୀକ୍ଷେତ୍ର ପୁରୀ ଭଳି ବ୍ରହ୍ମଗିରି ମଧ୍ୟ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଦଖଲ କରିଛି । ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ ଚିଲିକା ଠାରୁ ଆରମ୍ଭ କରି ଅଲାରନାଥ ମନ୍ଦିର ଓ ପଞ୍ଚୁପାଣ୍ଡବଙ୍କ ଭଳି ପର୍ଯ୍ୟଟନସ୍ଥଳିକୁ ଦର୍ଶନ ପାଇଁ ଦେଶ ବିଦେଶରୁ ହଜାର ହଜାର ପର୍ଯ୍ୟଟକ ଆସିଥାନ୍ତି । ବ୍ରହ୍ମଗିରିକୁ ରେଳ ଚଳାଚଳ ନିହାତି ଆବଶ୍ୟକ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ