Masthead

‘ବାଇ-ଲ’ ପ୍ରତ୍ୟାହାର ଦାବି ଜୋର ଧରିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲିଙ୍ଗରାଜ ମନ୍ଦିରରେ ‘ବାଇ-ଲ’ ବିବାଦ । ୨୪ଘଣ୍ଟା ଭିତରେ ‘ବାଇ-ଲ’ କୁ ପ୍ରତ୍ୟାହର ନକଲେ ମନ୍ଦିର ଆଗରେ ଦୀପ ଲଗାଇ ପ୍ରତିବାଦ କରିବେ ୪ ନିଯୋଗ ସେବାୟତ । ଏନେଇ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସେବାୟତ । ସେବାୟତ ଅଭିଯୋଗ କରିଛନ୍ତି କି ଏହି ଆଇନ ମାଧ୍ୟମରେ ଠାକୁରଙ୍କୁ ଭାଗଭାଗ କରିବା ପାଇଁ ଉଦ୍ୟମ କରାଯାଉଛି । ୫୦ ବର୍ଷ ହେବ ଏଏସଆଇ କୋଉଠିଥିଲେ ବୋଲି ସେମାନେ ପ୍ରଶ୍ନ କରିଛନ୍ତି ।

ଏପଟେ କେନ୍ଦ୍ର ସଂସ୍କୃତିମନ୍ତ୍ରୀ ପ୍ରହଲ୍ଲାଦ ସିଂ ଆଜି ସ୍ପଷ୍ଟ କରିଛନ୍ତି କି ଜୀବନ୍ତ ଐତିହ ହୋଇଥିବାରୁ କେବଳ ଶ୍ରୀମନ୍ଦିର ପାଇଁ ଏଏନଏମ ଚିଠା ଅଧିନିୟମକୁ ପ୍ରତ୍ୟାହର କରାଯାଇଛି । ଅନ୍ୟପଟେ ଲିଙ୍ଗରାଜ ମନ୍ଦିର ସହ ଅନନ୍ତବାସୁଦେବ ମନ୍ଦିର, ବ୍ରହ୍ମେଶ୍ୱର ମନ୍ଦିର ପାଇଁ ଏହି ନିୟମ ହଟି ନଥିବା ସ୍ପଷ୍ଟ ହୋଇଛି । ଯାହାକୁ ନେଇ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି