Masthead

ଶିକ୍ଷୟିତ୍ରୀ ନିଖୋଜ ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣା ନେଇ ରାଜ ରାସ୍ତାକୁ ଓହ୍ଲାଇଛି କୋଶଲ ସମନ୍ୱୟ ସମିତି । ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଝରଣିର ପୀଡ଼ିତ ପରିବାରଠାରୁ ବଲାଙ୍ଗିର ଯାଏ ପଦଯାତ୍ରାରେ ବାହାରିଛି ସମନ୍ୱୟ ସମିତି । ଶିକ୍ଷୟିତ୍ରୀ ନିଖୋଜ ଘଟଣାର ସିବିଆଇ ତଦନ୍ତ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ପଦଯାତ୍ରା କରାଯାଇଛି।

ଘଟଣାକୁ ଦୀର୍ଘ ୧୧ ଦିନ ବିତି ଯାଇଥିଲେ ବି ମମିତାଙ୍କ କୌଣସି ଖୋଜ ଖବର ମିଳିନି। ଏହି ଘଟଣାରେ ମନ୍ତ୍ରୀଙ୍କ ସଂପୃକ୍ତି ରହିଥିବାରୁ ତଦନ୍ତ ବାଟବଣା ହେଉଥିବା ଅଭିଯୋଗ କରିଛି କୋଶଳ ସମନ୍ୱୟ ସମିତି। ଆଗାମୀ ଦିନରେ ଏହି ଆନ୍ଦୋଳନ ଜନ ଆନ୍ଦୋଳନର ରୂପ ନେବ ବୋଲି ସମନ୍ୱୟ ସମିତି ପକ୍ଷରୁ ଚେତାବନୀ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି