Masthead

ଓଡ଼ିଶାରେ ଗଣତନ୍ତ୍ରର ହତ୍ୟା ହୋଇଛି; ନରସିଂହ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡିଶାକୁ ନିର୍ବାଚନ କମିଶନଙ୍କ ଟିମ ଆସୁଥିବା ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ରଖିଛନ୍ତି ପ୍ରତିକ୍ରିୟା ।ସେ କହିଛନ୍ତି ‘ଆଗୁଆ ନିର୍ବାଚନ ଓ ୱାନ ନେସନ ୱାନ ଇଲେକ୍ସନ ଚର୍ଚ୍ଚା ଭିତରେ ଲୋକେ ବର୍ତ୍ତମାନ ଦ୍ୱନ୍ଦରେ ଅଛନ୍ତି । ସେଇ ଆଶଙ୍କାରେ ସବୁ ରାଜନୈତିକ ଦଳ ନିର୍ବାଚନ ପ୍ରସ୍ତୁତି ରେ ଲାଗିଛନ୍ତି । କଂଗ୍ରେସ ବି ପ୍ରସ୍ତୁତ ହେଉଛି ।

ସବୁ ନିର୍ବାଚନ ମଣ୍ଡଳୀ ରେ କାମ ଆରମ୍ଭ ହୋଇଛି । କିନ୍ତୁ ନିର୍ବାଚନ ଆଗୁଆ ହେବ କି ଠିକ ଟାଇମରେ ହେବ ଉଭୟ କେନ୍ଦ୍ର କି ରାଜ୍ୟ କେହି ସ୍ପଷ୍ଟ କରୁ ନାହାନ୍ତି । ନିର୍ବାଚନ କମିଶନ ତାର କାର୍ଯ୍ୟ ଧରି ଆସୁଛନ୍ତି । ସେଇଟା ଆଗୁଆ ନିର୍ବାଚନର ଗୋଟେ ସଙ୍କେତ ବୋଲି କୁହାଯାଇ ପାରିବ ନାହିଁ । ଦୁର୍ଭାଗ୍ୟ ହେଉଛି ଓଡ଼ିଶାରେ ଗଣତନ୍ତ୍ରର ହତ୍ୟା ହୋଇଛି । ରାଜ୍ୟରେ ଆଉ ଗଣତନ୍ତ୍ରର ଶାସନ ଚାଲୁନାହିଁ ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା