Masthead

ଗଣତନ୍ତ୍ର ବିପଦରେ : ମହୁଆ ମୋଇତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ତିନି ଦିନ ଧରି ଅଚଳ ରହିଛି ଗୃହ । ଏହିଭିତରେ ମହୁଆ ମୋଇତ୍ର କରିଛନ୍ତି ଅଭିଯୋଗ । ଟିଏମସି ଏମ୍‌ପି ମହୁଆ ମୋଇତ୍ର ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଏକ ବଡ ଅଭିଯୋଗ ଆଣିଛନ୍ତି। ମହୁଆ କହିଛନ୍ତି ଗଣତନ୍ତ୍ର ବିପଦରେ ଅଛି ଏବଂ ମୁଁ ମୋର ଏହି ମନ୍ତବ୍ୟ ପାଇଁ ଜେଲ ଯିବାକୁ ମଧ୍ୟ ପ୍ରସ୍ତୁତ ଅଛି।

ମହୁଆ ଟୁଇଟରେ ଓମ ବିର୍ଲାଙ୍କ ବିରୋଧରେ ମାଇକ ବନ୍ଦ କରିଥିବାର ଅଭିଯୋଗ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି, “ଗତ ତିନି ଦିନ ମଧ୍ୟରେ ବାଚସ୍ପତି ଓମ ବିର୍ଲା କେବଳ ଭାଜପା ଏମ୍‌ପିଙ୍କୁ ମାଇକରେ କଥା ହେବାକୁ ଅନୁମତି ଦେଇଥିଲେ ଏବଂ ପରେ ଗୃହକୁ ସ୍ଥଗିତ ରଖିଥିଲେ। କୌଣସି ବିରୋଧୀ ସଦସ୍ୟଙ୍କୁ କହିବାକୁ ଅନୁମତି ଦିଆଯାଇ ନ ଥିଲା। ଏହା ଗଣତନ୍ତ୍ର ବିପଦରେ ଅଛି ବୋଲି ଦର୍ଶାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ