Masthead

ରାଜ୍ୟରେ ବଢିବାରେ ଲାଗିଛି ଡେଙ୍ଗୁ ଆକ୍ରାନ୍ତ, ଖୋର୍ଦ୍ଧାରେ ସର୍ବାଧିକ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଦିନକୁ ଦିନ ରାଜ୍ୟରେ ବଢିବାରେ ଲାଗିଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ।ଯେଉଁକାରଣରୁ ଭୟଭିତ ଅଛନ୍ତି ରାଜ୍ୟ ବାସୀ । ଖୋର୍ଦ୍ଧାରେ ସର୍ବାଧିକ ଡେଙ୍ଗୁ ଆକ୍ରାନ୍ତ।  ରାଜ୍ୟରେ ଦୈନିକ ୫ ହଜାର ପଜିଟିଭ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୧୩୩ ପଜିଟିଭ ଚିହ୍ନଟ । ସେହିଭଳି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହେଉଛନ୍ତି ଡେଙ୍ଗୁ ପଜେଟିଭ । ପୁରୀରୁ ୫୫୫, କଟକ ୫୨୦, ବାଲେଶ୍ୱର ୪୭୩ ରୋଗୀ ଚିହ୍ନଟ ହୋଇଛନ୍ତି । । ରାଜ୍ୟରେ ଦିନକୁ ଦିନ ବଢୁଥିବା ଡେଙ୍ଗୁ ସ୍ଥିତି ନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ରଖିଛନ୍ତି ପ୍ରତିକ୍ରିୟା । କହିଛନ୍ତି ଯେ ବର୍ଷା ଦିନେ ମଶା ମାନଙ୍କର ଅଧିକ ବଂଶ ବିସ୍ତାର ହୋଇଥାଏ । ସେଥିପାଇଁ ବର୍ଷା କମିବା ପରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କମିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି