Masthead

ଆହୁରି ତିନି ଦିନ ଯାଏ ମିଳିବନି ଘନ କୁହୁଡ଼ିରୁ ମୁକ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ କଲବଲ କରୁଛି ଘନ କୁହୁଡି । ଏବେ ମିଳିବନି ନିସ୍ତାର । ଆହୁରି ତିନି ଦିନ ଯାଏ ଘନ କୁହୁଡ଼ିରୁ ମିଳିବନି ମୁକ୍ତି। ୩୦ ମିଟର ଦିଶୁନି ରାସ୍ତା ଘାଟ। ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଉଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୪ରୁ ୫ ଦିନ ଯାଏଁ ତାପମାତ୍ରାରେ ପରିବର୍ତ୍ତନ ହେବନାହିଁ। ଆଜି ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧରେ ଘନ କୁହୁଡ଼ି ରହିବ।

୨୮ ତାରିଖରେ ବି ଘନ କୁହୁଡି ନେଇ କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କେରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଭିଜିବିଲିଟି ରହିବ । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା