Masthead

୨ଦିନ ପରେ ବଢିପାରେ ରାତି ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟର ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଆଜି ରାଜଧାନୀରେ ଦେଖାଦେଇଛି ଘନ କୁହୁଡ଼ି । କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା କମ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାସହ ଫେବ୍ରୁଆରୀ ପହିଲାରୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୧ ତାରିଖରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜର ସ୍ୱଳ୍ପ ବର୍ଷା ହୋଇପାରେ । ସେହିପରି ୨ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଂଜର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ