Masthead

୨ଦିନ ପରେ ବଢିପାରେ ରାତି ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟର ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଆଜି ରାଜଧାନୀରେ ଦେଖାଦେଇଛି ଘନ କୁହୁଡ଼ି । କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା କମ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାସହ ଫେବ୍ରୁଆରୀ ପହିଲାରୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୧ ତାରିଖରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜର ସ୍ୱଳ୍ପ ବର୍ଷା ହୋଇପାରେ । ସେହିପରି ୨ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଂଜର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା