Masthead

ଆସୁଛି ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ମେ ୫ରେ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ଏନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଲଘୁଚାପ କ୍ଷେତ୍ରଟି ଲଘୁଚାପରେ ପରିଣତ ହେବା ପରେ ଅବପାତରେ ପରିଣତ ହୋଇପାରେ। ତେବେ ଅବପାତଟି ବାତ୍ୟାରେ ପରିଣତ ହେବ କି ନାହିଁ ସ୍ପଷ୍ଟ ହୋଇ ନାହିଁ।

ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହାର ଗତିବିଧି ସ୍ପଷ୍ଟ ହେବ ବୋଲି କହିଛନ୍ତି ବାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଲଘୁଚାପ କ୍ଷେତ୍ରର ପ୍ରଭାବ ଦକ୍ଷିଣ ବଙ୍ଗୋପସାଗର ଉପରେ ପଡ଼ିବ । ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ । ଲଘୁଚାପ ସମୟରେ ମତ୍ସ୍ୟଜୀବୀମାନଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ