Masthead

ଝାଡ଼ୁ ମାରିବା ସହ ଡ୍ରେନ ସଫା କଲେ ଉପମୁଖ୍ୟମନ୍ତ୍ରୀ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଅଯୋଧ୍ୟା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଆକ୍ଟିଭ ମୋଡରେ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ । ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମୟ ପାଖେଇ ଆସୁଥିବା ବେଳେ ଅଯୋଧ୍ୟାରେ ୬ ଦିନ ଯାଏ ରହିଛନ୍ତି କେଶବ ପ୍ରସାଦ ମୌର୍ଯ୍ୟ । ସୋମବାର ସକାଳେ ସେ ଅଯୋଧ୍ୟାରେ ପହଞ୍ଚିଥିଲେ । ବୁଧବାର ଆରମ୍ଭ କରିଥିଲେ ଅଯୋଧ୍ୟା ଧାମର ସଫେଇ । କେତେବେଳେ ରାସ୍ତାରେ ଝାଡୁ ଧରି ଝାଡ଼ୁ କରିବା ସହ ଡ୍ରେନ ମଧ୍ୟ ସଫା କରୁଛନ୍ତି ।

ଯାହାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି । କର୍ମୀମାନଙ୍କୁ ଏକାଠି କରି ଅଯୋଧ୍ୟାର କଲୋନୀ ବୁଲି ଡ୍ରେନ୍ ଗୁଡିକୁ ନିଜେ ସଫା କରିବା ସହ ସେସବୁ ଅଳିଆକୁ କାଢି ନିଜେ ଗାର୍ବେଜ ଟ୍ରଲିରେ ବୋହି ନେଇଥିଲେ । ଏହାସହ ସହରର ବିଭିନ୍ନ ସ୍ଥାନକୁ ଝାଡୁ କରି ପରିଷ୍କାର କରିଥିଲେ । ଏହାପରେ ଚା’ ଷ୍ଟଲରେ ଚା’ ପିଇବା ସହ ସାଧାରଣ ଜନତାଙ୍କ ସହ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ